ହେଡଲାଇନସ୍:

ଜିଲ୍ଲାପ୍ରଶାସନ ପକ୍ଷରୁ ଗୋପବନ୍ଧୁ ଚୌଧୁରୀ ଙ୍କ ଜନ୍ମ ଦିବସ ପାଳିତ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଜଗତସିଂହପୁର, ତା-୦୮.୦୫.୨୦୨୪/ସୁମନ୍ତ କୁମାର ଦାସ: ଆଜି ଜଗତସିଂହପୁର ଜିଲ୍ଲା ପ୍ରଶାସନ ଓ ପୌର ପରିଷଦ ଆନୁକୁଲ୍ୟରେ ବିଶିଷ୍ଟ ଗାନ୍ଧିବାଦୀ, ସ୍ଵାଧୀନତା ସଂଗ୍ରାମୀ ତଥା ତ୍ୟାଗବୀର ଗୋପବନ୍ଧୁ ଚୌଧୁରୀ ଙ୍କ ଜନ୍ମ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଜିଲ୍ଲା ର ବଙ୍ଗଳା ଛକ ଏବଂ ଖେରସ ଛକ ଠାରେ ଥିବା ସେହି ମହାନ ସ୍ୱାଧୀନତା ସଂଗ୍ରାମୀ ଗୋପବନ୍ଧୁ ଚୌଧୁରୀଙ୍କ ଙ୍କ ପ୍ରତିମୂର୍ତ୍ତି ରେ ପୌର ପରିଷଦ ନିର୍ବାହୀ ଅଧିକାରୀ ଶ୍ରୀମତୀ ସୀମା ଜେନା ଓ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କାମିନୀ ରଞ୍ଜନ ପଟ୍ଟନାୟକ ,ମୁଖ୍ୟ ସହାୟକ ପୌରପରିଷଦ ଦୀପକ ପଟ୍ଟନାୟକ ପ୍ରମୁଖ ଯୋଗଦେଇ ସ୍ଵର୍ଗତ ଚୌଧୁରୀ ଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ କରିଥଲେ।

0
0
0
s2sdefault