ହେଡଲାଇନସ୍:

ଜିଲ୍ଲା ସ୍ତରୀୟ କବି ଶ୍ରୀ ଜୟଦେବ ଙ୍କ ଜୟନ୍ତୀ ପାଳିତ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଜଗତସିଂହପୁର,ତା-୧୦.୦୫.୨୦୨୪/ସୁମନ୍ତ କୁମାର ଦାସ: ଆଜି ପବିତ୍ର ଅକ୍ଷୟ ତୃତୀୟା ଓ ଶ୍ରୀ ଜୟଦେବଙ୍କ ଜୟନ୍ତୀ ଅବସରରେ ଜଗତସିଂହପୁର ଜିଲ୍ଲା ପ୍ରଶାସନ ଆନୁକୂଲ୍ୟରେ ଜିଲ୍ଲା ସଂସ୍କୃତି କାର୍ଯ୍ୟାଳୟ ଠାରେ , ଜିଲ୍ଲା ସଂସ୍କୃତି ଅଧିକାରୀ ,ଶ୍ରୀ ଦିଲ୍ଲୀପ କୁମାର ଜେନା,ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀ କାମିନୀ ରଞ୍ଜନ ପଟ୍ଟନାୟକ, ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ପ୍ରତିଚୀ ତନୟା ମହାନ୍ତି,ସହକାରୀ ଜିଲ୍ଲାପାଳ ଶ୍ରୀ ପ୍ରତାପ କୁମାର ଜେନା ପ୍ରମୁଖ ଉପସ୍ଥିତ ରହି ଜୟଦେବ ଙ୍କ ଫଟୋ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମ ରେ , ଜିଲ୍ଲା ସମାଜ କଲ୍ୟାଣ ବିଭାଗ ସେକ୍ସନ ଅଫିସର କବିତା ମୁର୍ମୁ, ସ୍ୱଳ୍ପ ସଂଚୟ ବିଭାଗ ର ଶାରଦା ପ୍ରସନ୍ନ ସାହୁ, ଝଲକ ଷଡ଼ଙ୍ଗୀ, ସୁରେନ୍ଦ୍ର ମଲ୍ଲିକ, ରାଧାମୋହନ ଜେନା ଉପସ୍ଥିତ ରହି ଜୟଦେବ ଙ୍କ ଫୋଟ ଚିତ୍ର ରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ ।

0
0
0
s2sdefault