- Hits: 399
ଅନୁଗୁଳରେ ଜିନ୍ଦଲ ଷ୍ଟିଲର ୬ ଏମଟିପିଏ ସମ୍ପ୍ରସାରଣ କାର୍ଯ୍ୟ ଶେଷ; ବାର୍ଷିକ ଉତ୍ପାଦନ କ୍ଷମତା ୧୨ ଏମଟିପିଏକୁ ବୃଦ୍ଧି
ଏହି ସମ୍ପ୍ରସାରଣ ସହିତ ଅନୁଗୁଳ ସ୍ଥିତ ଜିନ୍ଦଲ ଷ୍ଟିଲର ସମନ୍ୱିତ ଇସ୍ପାତ କାରଖାନା ଓଡ଼ିଶାର ସର୍ବବୃହତ ଏକକ ସ୍ଥାନ ଇସ୍ପାତ କାରଖାନାରେ ପରିଣତ ହୋଇଛି। ନୂଆଦିଲ୍ଲୀ/ ଅନୁଗୁଳ, ୨୪/୦୩: ଜିନ୍ଦଲ ଷ୍ଟିଲ୍ ଓଡ଼ିଶାର ଅନୁଗୁଳ ସ୍ଥିତ...









