- Hits: 1002
ବରିଷ୍ଠ କଂଗ୍ରେସ ଓ ବିଜେପି ନେତା ବିଜେଡିରେ ସାମିଲ
"ଆକର୍ଷିତ କଲା ନବୀନଙ୍କ ସ୍ୱଚ୍ଛ ଓ ଦୁର୍ନୀତିମୁକ୍ତ ଶାସନ" ଭୁବନେଶ୍ୱର(ଶାସକ ପ୍ରଶାସକ) : ଜୟପୁର ବିଧାନସଭା ଏବଂ ବୋରିଗୁମ୍ମା ବ୍ଲକର ବରିଷ୍ଠ କଂଗ୍ରେସ ଓ ବିଜେପି ନେତା ଆଜି ବିଜେଡିରେ ସାମିଲ ହୋଇଛନ୍ତି । ସ୍ଥାନୀୟ ବିଜୁ ଯୁବ ଜନତାଦଳ...