ହେଡଲାଇନସ୍:

ପ୍ରସନ୍ନ ଆଚାର୍ଯ୍ୟ ରାଜ୍ୟସଭାରେ ବିଜେଡି ସଂସଦୀୟ ଦଳ ନେତା

User Rating: 5 / 5

Star ActiveStar ActiveStar ActiveStar ActiveStar Active
 

ପ୍ରସନ୍ନ ଆଚାର୍ଯ୍ୟ ରାଜ୍ୟସଭାରେ ବିଜେଡି ସଂସଦୀୟ ଦଳ ନେତା
ଭୁବନେଶ୍ୱର,(ଚକ୍ରଧର ମାଝୀ  : ରାଜ୍ୟସଭାରେ ବିଜୁ ଜନତା ଦଳର ସଂସଦୀୟ ଦଳ ନେତା ଭାବେ ସାଂସଦ ଶ୍ରୀ ପ୍ରସନ୍ନ ଆଚାର୍ଯ୍ୟ ଦାୟିତ୍ୱ ତୁଲାଇବେ ବୋଲି ସର୍ବସମ୍ମତିକ୍ରମେ ନିଷ୍ପତ୍ତି ହୋଇଛି । ଏ ସଂକ୍ରାନ୍ତରେ ବିଜୁ ଜନତା ଦଳ ସଭାପତି ମାନ୍ୟବର ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ରାଜ୍ୟସଭାର ଅଧ୍ୟକ୍ଷଙ୍କୁ ବିଧିବଦ୍ଧ ଭାବେ ପତ୍ର ଲେଖି ଜଣାଇଛନ୍ତି । ତେଣୁ ରାଜ୍ୟସଭାରେ ବିଜୁ ଜନତା ଦଳର ସଂସଦୀୟ ଦଳ ନେତା ଭାବେ ସାଂସଦ ତଥା ଦଳର ଉପ-ସଭାପତି ଶ୍ରୀ ପ୍ରସନ୍ନ ଆଚାର୍ଯ୍ୟ କାର୍ଯ୍ୟ କରିବେ ବୋଲି ଦଳର ରାଜ୍ୟ ସଂପାଦକ ବିଜୟ ନାୟକ ସୂଚନା ଦେଇଛନ୍ତି ।

0
0
0
s2sdefault