ହେଡଲାଇନସ୍:

ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ପ୍ରସୂତିଙ୍କ ମୃତ୍ୟୁ ଉପରେ କାର୍ଯ୍ୟାନୁଷ୍ଠାନ: ଡାକ୍ତର କାର୍ଯ୍ୟରୁ ନିଲମ୍ବିତ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଭୁବନେଶ୍ୱର, ୪/୬/୨୫ : ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ପ୍ରସୂତି ମହିଳା ଶ୍ରୀମତୀ ମମତା ନାୟକଙ୍କ ମୃତ୍ୟୁ ବିଷୟ ସମ୍ବାଦ ସରକାରଙ୍କ ଦୃଷ୍ଟିକୁ ଆସିବା ମାତ୍ରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି । ପ୍ରାଥମିକ ରିପୋର୍ଟ ଅନୁସାରେ ଇତି ମଧ୍ୟରେ ସଂପୃକ୍ତ ଡାକ୍ତରଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି ।
ଘଟଣାର ବିଧିବଦ୍ଧ ତଦନ୍ତ ପାଇଁ ରାଜ୍ୟ ସ୍ତରରୁ ତିନିଜଣିଆ ଏକ୍ସପର୍ଟ ଟିମ୍ ପଠାଯାଇଛି । ଟିମ୍ ନୟାଗଡ଼ରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି । ତଦନ୍ତ ରିପୋର୍ଟ ଉପରେ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ସ୍ପଷ୍ଟ କରିଦିଆଯାଇଛି । ତଦନ୍ତ ଶେଷ କରି ୭ ଦିନ ମଧ୍ୟରେ ରିପୋର୍ଟ ଦେବାକୁ ଏକ୍ସପର୍ଟ ଟିମଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

0
0
0
s2sdefault