ହେଡଲାଇନସ୍:

ଗୃହରକ୍ଷୀ ମାନଙ୍କ ଦୈନିକ ଡ୍ୟୁଟି କଲ-ଅପ ଭତ୍ତା ୬୧୨ ଟଙ୍କାରୁ ୬୨୩ ଟଙ୍କାକୁ ବୃଦ୍ଧି

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ପିଛିଲା ଭାବେ ଜାନୁଆରୀ ପହିଲାରୁ ଲାଗୁହେବ

 ଭୁବନେଶ୍ୱର/୧୩ ଜୁନ ୨୦୨୫: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗୃହରକ୍ଷୀ ମାନଙ୍କ ଡ୍ୟୁଟି କଲ-ଅପ ଭତ୍ତା ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏହି ନିଷ୍ପତ୍ତି ଅନୁଯାୟୀ ଦୈନିକ ଡ୍ୟୁଟି କଲ-ଅପ ଭତ୍ତା ୬୧୨ ଟଙ୍କାରୁ ୬୨୩ ଟଙ୍କାକୁ ବୃଦ୍ଧି ପାଇଛି। ଏହି ବର୍ଦ୍ଧିତ ଭତ୍ତା ପରିମାଣ ପିଛିଲା ଭାବେ ୨୦୨୫ ଜାନୁଆରୀ ପହିଲାରୁ ଲାଗୁହେବ।

0
0
0
s2sdefault