ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଉପାନ୍ତ ଶ୍ରୀକ୍ଷେତ୍ର ପାରଳାଖେମୁଣ୍ଡି ସ୍ଥିତ ଜଗନ୍ନାଥ ମନ୍ଦିରରେ ଆଷାଢ ପୂର୍ଣ୍ଣିମା ରେ ପ୍ରଭୁ ଜଗନ୍ନାଥଙ୍କର ଲକ୍ଷ୍ମୀ ନାରାୟଣ ବେଶ ଓ ସନ୍ଧ୍ୟା ଆଳତି ଦର୍ଶନ କରିବା ପାଇଁ ଭକ୍ତଙ୍କ ସମାଗମ। ମହିଳା ମାନଙ୍କ ହୁଳହୁଳି , ସଂକୀର୍ତ୍ତନ , ଶ୍ରଦ୍ଧାଳୁଙ୍କ ଜୟ ଜଗନ୍ନାଥ ଏବଂ ସେବାୟତଙ୍କ ଘଣ୍ଟ ଓ ଶଙ୍ଖ ନାଦରେ ଜଗନ୍ନାଥ ମନ୍ଦିର ଏକ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇ ପ୍ରକମ୍ପିତ ହୋଇ ଉଠିଥିଲା।
ପାଗ ଅନୁକୂଳ ଥିବାରୁ ପୁରପଲ୍ଲୀ ଓ ପଡୋଶୀ ଅଞ୍ଚଳରୁ ଶ୍ରଦ୍ଧାଳୁ ଭକ୍ତଙ୍କ ସମାଗମ ହୋଇଥିଲା।
ରାଜ୍ୟ
ଲକ୍ଷ୍ମୀ ନାରାୟଣ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ଶ୍ରୀଜୀଉ : ସନ୍ଧ୍ୟା ଆଳତି ଦର୍ଶନ ପାଇଁ ଭକ୍ତଙ୍କ ସମାଗମ
- Hits: 29