ବାସୁଦେବପୁର - ଭଦ୍ରକ ଜିଲ୍ଲା ବାସୁଦେବପୁର ପୌର ପରିଷଦ ଅନ୍ତର୍ଗତ ସ୍ଥାନୀୟ ଶିଶୁ ବିହାର ବିଦ୍ୟାଳୟ ରେ ବାର୍ଷିକ ମାତୃ ପ୍ରଶିକ୍ଷଣ ବର୍ଗ ଅନୁଷ୍ଠିତ ଅନୁଷ୍ଠିତ ହୋଇ ଯାଇଛି। ମୁଖ୍ୟ ଅତିଥି ଭାବେ ତୃପ୍ତି ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ଅବସର ପ୍ରାପ୍ତ ଅଧ୍ୟକ୍ଷା ଅଧ୍ୟକ୍ଷା ସ୍ନିଗ୍ଧା ମହାନ୍ତି ଯୋଗ ଦେଇ ଥିଲେ। ପ୍ରଶିକ୍ଷକ ଭାବେ ଝରଣା ରାଣୀ ଦାସ, ପୁଷ୍ପାଞ୍ଜଳି ଦାସ ଉପସ୍ଥିତ ରହି ଥିଲେ। ବିଦ୍ୟାଳୟ ର ସମସ୍ତ ଗୁରୁଜୀ ଗୁରୂମା ମାନେ ଉପସ୍ଥିତ ରହି ସହଯୋଗ ପ୍ରଦାନ କରିଥିଲେ। ଶେଷ ରେ ସମସ୍ତ ଙ୍କୁ ଧନ୍ୟବାଦ୍ ପ୍ରଧାନ ଆଚାର୍ଯ୍ୟ ସନ୍ତୋଷ କୁମାର ମହାରଣା ପ୍ରଦାନ କରିଥିଲେ।
ରାଜ୍ୟ
ବାର୍ଷିକ ମାତୃ ପ୍ରଶିକ୍ଷଣ ବର୍ଗ ଅନୁଷ୍ଠିତ।
- Hits: 4